
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୂତନ ସରକାରଙ୍କ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ, ୪ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଗୃହୀତ
ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର , ଶ୍ରୀମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ, ଆସିବ ‘ସମୃଦ୍ଧ କୃଷକ ନୀତି’, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି ହେବ, ସୁଭଦ୍ରା ଯୋଜନାରେ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଭାଉଚର ୧୦୦ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବ ସଂକଳ୍ପ
