
ପୁରୀରେ ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଭୟଙ୍କର ବାଣ ବିସ୍ଫୋରଣ: ୩ ଗୁରୁତର ଆହତ ଙ୍କ ମୃତ୍ୟୁ
ପୁରୀରେ ଚନ୍ଦନ ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳବେଳେ ଭୟଙ୍କର ବାଣ ବିସ୍ଫୋରଣ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।
