
ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ
ପାଟଣା: କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ପୃଥକ୍ ପୃଥକ୍ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଥମ ଦୁର୍ଘଟଣା କ୍ରମରେ କେନ୍ଦେଇପଶି ରାଜନଗର ରାସ୍ତାର ଡେଣୁଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ସଦର ଥାନା ଦେଓବନ୍ଧ ଗ୍ରାମର ଫକୀର ନାଏକ (୪୮) ବୋଲି ଜଣାପଡିଛି। ସେ ଗତକାଲି ରାଜନଗର ରଥଯାତ୍ରା ଦେଖି ଫେରୁଥିବା ବେଳେ ଅଜଣା ଗାଡି ଧକ୍କାରେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ […]
