
୧୧ ପରେ ବଢ଼ିବ ବର୍ଷା
ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି। ମିଳିଥିବା ଅନୁସାରେ, ୯ ତାରିଖ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୭ରୁ […] The post ୧୧ ପରେ ବଢ଼ିବ ବର୍ଷା appeared first on Dharitri Odia News.
