
ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍ସିଲର
ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସମସ୍ତ କାଉନସିଲରଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ ପ୍ରଦାନ କରାଯାଇଛି। ଉପାଧ୍ୟକ୍ଷା କାଉନସିଲରମାନଙ୍କୁ କାର୍ଯ୍ୟାଳୟରେ ଦୁର୍ବ୍ୟବହାର କରିବା ସହ ଅପଦସ୍ଥ କରୁଛନ୍ତି। ପରିଷଦର ବହୁ କାଉନସିଲରଙ୍କ ସହ ତାଙ୍କର ଝଗଡ଼ା ହେଉଛି। ୨ ମାସ ତଳେ ତାଙ୍କ ସ୍ବାମୀ ଏବଂ ବାପା ମିଶି […] The post ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍ସିଲର appeared first on Dharitri Odia News.
