
ରିଲ୍ସ ହେଲା କାଳ: ପାଣିରେ ବୁଡିଗଲେ ୨ ଛାତ୍ର
ଖୋର୍ଦ୍ଧା,୯ା୭(ପ୍ରଭାତ ପାଣିଗ୍ରାହୀ):ସେଲ୍ଫି ଓ ରିଲ୍ସ କରିବା କାଳ ହେଇଛି। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତାପଙ୍ଗ ବଡ଼ସାଉଁଳି କଳିଙ୍ଗ ମୁଣ୍ଡିଆ ପୋଖରୀରେ ସୋମବାର ସେଲ୍ଫି ନେବା ସହ ରିଲ୍ସ କରୁଥିବା ବେଳେ ଦୁଇ ଜଣ ଛାତ୍ର ବୁଡ଼ିଯାଇଥିଲେ। ତେବେ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି। ଉଦ୍ଧାର ଛାତ୍ର ସୁରଜ ସାମଲଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ନିଖୋଜ ଛାତ୍ର ହେଲେ ଖୋର୍ଦ୍ଧା ଅଞ୍ଚଳର ଓମ୍ ପ୍ରସାଦ ରଥ। ଖବରପାଇ […] The post ରିଲ୍ସ ହେଲା କାଳ: ପାଣିରେ ବୁଡିଗଲେ ୨ ଛାତ୍ର appeared first on Dharitri Odia News.
