
ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍
ନୂଆଦିଲ୍ଲୀ, ୦୮।୦୭: ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏବଂ ପେସ୍ ବୋଲର ଜସପ୍ରୀତ୍ ବୁମ୍ରାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଏହି ଖେଳାଳିଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍ଡେ ସିରିଜ୍ରୁ ବାଦ୍ ଦିଆଯିବାର ସମ୍ଭାବନା ରହିଛି । ଏହି ସ୍ଥିତିରେ ହାର୍ଦ୍ଦିକ ପାଣ୍ଡ୍ୟା କିମ଼୍ବା କେଏଲ୍ ରାହୁଲଙ୍କୁ ଅଧିନାୟକ ଭାର ଦିଆଯାଇପାରେ । କୁହାଯାଉଛି ଯେ ଏହି ତିନି ଖେଳାଳି ବିସିସିଆଇକୁ ଛୁଟି ମାଗିଛନ୍ତି । […] The post ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍ appeared first on Dharitri Odia News.
