
ଆବାସିକ ବିଦ୍ୟାଳୟରେ ବ୍ୟାପୁଛି ମ୍ୟାଲେରିଆ
ରାୟଗଡ଼ା,୮।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଡିପ୍ଥେରିଆ ସଂକ୍ରମଣ ଭୟ ମନରୁ ଲିଭି ନ ଥିବାବେଳେ ଏବେ ମ୍ୟାଲେରିଆ ଏବଂ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଜିଲାର ସମସ୍ତ ବ୍ଲକ୍ରେ ମ୍ୟାଲେରିଆ ଏକ ପ୍ରକାର କାୟାବିସ୍ତାର କରିବାରେ ଲାଗିଛି । ବିଶେଷକରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଅଧୀନରେ ପରିଚାଳିତ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ର ମ୍ୟାଲେରିଆରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଗ୍ରୀଷ୍ମ ଅବକାଶ ପରେ ଛାତ୍ରୀଛାତ୍ର ସ୍କୁଲକୁ ଫେରିଥିବା ବେଳେ ସତର୍କତା ଅବଲମ୍ବନ କରିବା ପାଇଁ […] The post ଆବାସିକ ବିଦ୍ୟାଳୟରେ ବ୍ୟାପୁଛି ମ୍ୟାଲେରିଆ appeared first on Dharitri Odia News.
