
ମଣିପୁର ହିଂସା ପ୍ରଭାବିତଙ୍କୁ ଭେଟିଲେ ରାହୁଲ
ଇମ୍ଫାଲ,୮ା୭: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ହିଂସା କ୍ଷତିଗ୍ରସ୍ତ ମଣିପୁରର ଜିରିବାମ୍ ଏବଂ ଚୁରାଚାନ୍ଦପୁର ଜିଲାକୁ ଯାଇ ରିଲିଫ୍ କ୍ୟାମ୍ପ୍ଗୁଡ଼ିକୁ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରିଲିଫ୍ କ୍ୟାମ୍ପ୍ରେ ଆଶ୍ରୟ ନେଇଥିବା ହିଂସା ପ୍ରପୀଡ଼ିତମାନଙ୍କ ସହ କଥା ହୋଇଥିଲେ। ଗତବର୍ଷ ମେ’ରୁ ମଣିପୁରରେ ଜାତିଆଣ ହିଂସାକାଣ୍ଡ ଲାଗି ରହିବା ସହ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିଲା। ହଜାର ହଜାର ଲୋକ ଘରଦ୍ୱାର ଛାଡ଼ି ଏପର୍ଯ୍ୟନ୍ତ ରିଲିଫ୍ କ୍ୟାମ୍ପ୍ରେ ମୁଣ୍ଡ […] The post ମଣିପୁର ହିଂସା ପ୍ରଭାବିତଙ୍କୁ ଭେଟିଲେ ରାହୁଲ appeared first on Dharitri Odia News.
