
ସଲମାନ୍ ଖାନ୍ଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା, ଦାଖଲ ହେଲା ଚାର୍ଜସିଟ୍
ମୁମ଼୍ବାଇ, ୦୮।୦୭: ୨୦୨୪ ଏପ୍ରିଲ ମାସରେ ବଲିଉଡ୍ ଅଭିନେତା ସଲମାନ୍ ଖାନ୍ଙ୍କ ମୁମ଼୍ବାଇ ସ୍ଥିତ ଗ୍ୟାଲେକ୍ସି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ହୋଇଥିଲା । ମୁମ଼୍ବାଇ ପୋଲିସ୍ ଗମ୍ଭୀରତାର ସହ ମାମଲାର ତଦନ୍ତ କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ୍ ଏହି ମାମଲାରେ ଜଡ଼ିତ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନାମରେ ଚାର୍ଜସିଟ୍ ଦାଖଲ କରିଛି । ପୋଲିସ୍ ଏହି ମାମଲାରେ ଅଭିଯୁକ୍ତ ଲରେନ୍ସ ବିଷ୍ଣୋଇ ସହିତ ୬ ଜଣଙ୍କୁ ଗିରଫ କରିଥିଲା । […] The post ସଲମାନ୍ ଖାନ୍ଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା, ଦାଖଲ ହେଲା ଚାର୍ଜସିଟ୍ appeared first on Dharitri Odia News.
