
ପୁଣି ଟାଙ୍ଗୀ ବନାଞ୍ଚଳରେ ଏକ ଦନ୍ତାହାତୀର ମୃତ୍ୟୁ
ନିରାକାରପୁର, ୮।୭(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଓଳସିଂ ପଞ୍ଚାୟତ ଡମଣଭୂମି ଛୋଟରାୟସାହିର ଜଣେ ବ୍ୟକ୍ତିଙ୍କ ବାରି ପଛପଟୁ ସୋମବାର ଏକ ଦନ୍ତାହାତୀର ମୃତ ଦେହକୁ ଟାଙ୍ଗୀ ବନ ବିଭାଗ ଉଦ୍ଧାର କରିଛି। ଖବରପାଇ ଘଟଣା ସ୍ଥଳରେ ଖୋର୍ଦ୍ଧା ଡ଼ି ଏଫ ପୁର୍ଣ୍ଣିମା ପାଣ୍ଡିଆନ, ଏସି ଏଫ ସୁଶ୍ରୀ ସାତି ମହାନ୍ତି, ଟାଙ୍ଗୀ ବନାଞ୍ଚଳ ଅଧିକାରୀ ଦେବାଶିଷ ଭୋଇ, ଭୂଷଣ୍ଡପୁର ଫରେଷ୍ଟର ପ୍ରଶାନ୍ତ କୁମାର ଦାଶ ସମେତ ବନ […] The post ପୁଣି ଟାଙ୍ଗୀ ବନାଞ୍ଚଳରେ ଏକ ଦନ୍ତାହାତୀର ମୃତ୍ୟୁ appeared first on Dharitri Odia News.
